Isaiah 22:25 — Compare Translations
5 translations compared side by side
Odia - 1840
" ସଦେିନ ସହେି ଖିଲ ଯେ କି ଏକ ସୁଦୃଢ଼ ସ୍ଥାନ ରେ ବିଦ୍ଧ ହାଇେଥିଲା ତାହା ଦୁର୍ବଳ ହାଇଯେିବ ଓ ଭାଙ୍ଗି ତଳେ ପଡ଼ିୟିବ। ସହେି ଖିଲ ପଡ଼ିବା ସଙ୍ଗେ ସଙ୍ଗେ ସେଥି ରେ ଟଙ୍ଗା ୟାଇଥିବା ଜିନିଷଗୁଡ଼ିକ ତଳେ ପଡ଼ି ନଷ୍ଟ ହାଇଯେିବ। ତା'ପ ରେ ମୁଁ ଯାହା କହୁଛି ଏହା ଘଟିବ।' କାରଣ ସଦାପ୍ରଭୁ ଏହା କହି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସେଦିନ ସେହି ଖିଲ ଯେ କି ଏକ ସୁଦୃଢ଼ ସ୍ଥାନରେ ବିଦ୍ଧ ହୋଇଥିଲା ତାହା ଦୁର୍ବଳ ହୋଇଯିବ ଓ ଭାଙ୍ଗି ତଳେ ପଡ଼ିଯିବ। ସେହି ଖିଲ ପଡ଼ିବା ସଙ୍ଗେ ସଙ୍ଗେ ସେଥିରେ ଟଙ୍ଗା ଯାଇଥିବା ଜିନିଷଗୁଡ଼ିକ ତଳେ ପଡ଼ି ନଷ୍ଟ ହୋଇଯିବ। ତା’ପରେ ମୁଁ ଯାହା କହୁଛି ଏହା ଘଟିବ।” କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।”