Isaiah 22:3 — Compare Translations

5 translations compared side by side

Odia - 1840
"ତୁମ୍ଭର ଶାସକକର୍ତ୍ତାଗଣ ଏକତ୍ର ଏକ ସମୟରେ ପଳାଯନ କଲେ। ମାତ୍ର ସମାନେେ ଧନୁର୍ଦ୍ଧାରୀମାନଙ୍କ ଦ୍ବାରା ବନ୍ଧା ହେଲେ। ପୁଣି ସମସ୍ତ ପ୍ରାପ୍ତ ଲୋକେ ଏକତ୍ର ବନ୍ଧାଗଲେ। ମାତ୍ର ସମାନେେ ଦୂରକୁ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶାସକକର୍ତ୍ତାଗଣ ଏକତ୍ର ଏକ ସମୟରେ ପଳାୟନ କଲେ। ମାତ୍ର ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ହେଲେ। ପୁଣି ସମସ୍ତ ପ୍ରାପ୍ତ ଲୋକେ ଏକତ୍ର ବନ୍ଧାଗଲେ। ମାତ୍ର ସେମାନେ ଦୂରକୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।