Isaiah 22:4 — Compare Translations
5 translations compared side by side
Odia - 1840
"ତେଣୁ ମୁଁ କହୁଛି, ମାେତେ ଚାହଁ ନାହିଁ। ମାେତେ କାନ୍ଦିବାକୁ ଦିଅ। ମାେ ଗୋଷ୍ଠୀଯ କନ୍ଯାର ସର୍ବନାଶ ବିଷଯ ରେ ମାେତେ ସାନ୍ତ୍ବନା ଦବୋକୁ ଚେଷ୍ଟା କର ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ କହୁଛି, “ମୋତେ ଗ୍ଭହଁ ନାହିଁ। ମୋତେ କାନ୍ଦିବାକୁ ଦିଅ। ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା ଦେବାକୁ ଚେଷ୍ଟା କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।