Isaiah 22:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏକ ସ୍ବତନ୍ତ୍ର ଦିନ ବାଛିଛନ୍ତି। ସହେିଦିନ ସଠାେ ରେ ବିଦ୍ରୋହ ଓ ବ୍ଯାକୁଳତା ଦଖାେ ଦବେ। ଦର୍ଶନ ଉପତ୍ୟକା ରେ ଲୋକମାନେ ପରସ୍ପରକୁ ଦଳିବେ। ପ୍ରାଚୀରଗୁଡ଼ିକୁ ଭାଙ୍ଗି ପକାଇବେ। ସହେି ଲୋକମାନେ ଉପତ୍ୟକା ରେ ନଗରର ଲୋକମାନଙ୍କ ପ୍ରତି ପର୍ବତ ଉପ ରେ ଆର୍ତ୍ତନାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏକ ସ୍ୱତନ୍ତ୍ର ଦିନ ବାଛିଛନ୍ତି। ସେହି ଦିନ ସେଠାରେ ବିଦ୍ରୋହ ଓ ବ୍ୟାକୁଳତା ଦେଖା ଦେବ। ଦର୍ଶନ ଉପତ୍ୟକାରେ ଲୋକମାନେ ପରସ୍ପରକୁ ଦଳିବେ। ପ୍ରାଚୀରଗୁଡ଼ିକୁ ଭାଙ୍ଗି ପକାଇବେ। ସେହି ଲୋକମାନେ ଉପତ୍ୟକାରେ ନଗରର ଲୋକମାନଙ୍କ ପ୍ରତି ପର୍ବତ ଉପରେ ଆର୍ତ୍ତନାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।