Isaiah 22:6 — Compare Translations

5 translations compared side by side

Odia - 1840
"ରଥା ରୋହୀ ଓ ଅଶ୍ବାରୋହୀ ସୈନ୍ଯମାନେ ତୁଣୀର ଧରି ୟୁଦ୍ଧକୁ ଗଲେ ଓ ତୀର ଢ଼ାଲ ଅନାବୃତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏଲମ ରଥାରୋହୀ ଓ ଅଶ୍ଵାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରଥାରୋହୀ ଓ ଅଶ୍ୱାରୋହୀ ସୈନ୍ୟମାନେ ତୁଣୀର ଧରି ଯୁଦ୍ଧକୁ ଗଲେ ଓ ତୀର ଢାଲ ଅନାବୃତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଲମ୍‍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍‍ ଢାଲ ଅନାବୃତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଲମ୍‍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍‍ ଢାଲ ଅନାବୃତ କଲା।