Isaiah 22:7 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନଙ୍କର ସହେି ବିଶଷେ ଉପତ୍ୟକା ରେ ସୈନ୍ଯମାନେ ଭଟେିବେ। ସହେି ଉପତ୍ୟକା ରଥରେ ପରିପୂର୍ଣ୍ଣ ହବେ। ଅଶ୍ବାରୋହୀମାନେ ନଗର ଦ୍ବାର ରେ ସଜ୍ଜିତ ହାଇେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭମାନଙ୍କର ସେହି ବିଶେଷ ଉପତ୍ୟକାରେ ସୈନ୍ୟମାନେ ଭେଟିବେ। ସେହି ଉପତ୍ୟକା ରଥରେ ପରିପୂର୍ଣ୍ଣ ହେବ। ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସଜ୍ଜିତ ହୋଇ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସସଜ୍ଜ ହୋଇଥିଲେ।”