Isaiah 22:8 — Compare Translations
5 translations compared side by side
Odia - 1840
"ସହେି ସମୟରେ ସେ ଯିହୁଦାର ଓଢ଼ଣା ଟାଣି ପକାଇଲେ ଓ ତୁମ୍ଭେ ବନଗୃହସ୍ଥ ୟୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେ ଯିହୁଦାର ଓଢ଼ଣା ଟାଣି ପକାଇଲେ ଓ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।