Isaiah 22:9 — Compare Translations
5 translations compared side by side
Odia - 1840
"ଦାଉଦ ନଗରର କାନ୍ଥଗୁଡ଼ିକ ଭାଙ୍ଗିବାକୁ ଆରମ୍ଭ କଲା ଓ ତୁମ୍ଭମାନେେ ସହେି ଭଗ୍ନସ୍ଥାନ ଗୁଡ଼ିକ ଦେଖିଲ। ତୁମ୍ଭେ ପୁଷ୍କରିଣୀର ଜଳସବୁ ଏକତ୍ର କରି ତଳକୁ ଆଣିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ନଗରର କାନ୍ଥଗୁଡ଼ିକ ଭାଙ୍ଗିବାକୁ ଆରମ୍ଭ କଲା ଓ ତୁମ୍ଭେମାନେ ସେହି ଭଗ୍ନସ୍ଥାନ ଗୁଡ଼ିକ ଦେଖିଲ। ତୁମ୍ଭେ ପୁଷ୍କରିଣୀର ଜଳସବୁ ଏକତ୍ର କରି ତଳକୁ ଆଣିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦାଉଦ ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।