Isaiah 23:1 — Compare Translations
5 translations compared side by side
Odia - 1840
"ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା: ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୋର ବିଷୟକ ଭାରୋକ୍ତି । ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କି ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୋର ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ସୋର ବିଷୟରେ ଏକ ଦୁଃଖ ବାର୍ତ୍ତା: “ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭେମାନେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରୟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।” କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।