Isaiah 23:10 — Compare Translations

5 translations compared side by side

Odia - 1840
"ହେ ତର୍ଶୀଶର କନ୍ଯାଗଣ, ତୁମ୍ଭେ ଫରେି ୟାଅ ଏବଂ ନିଜର ଜମି ରେ ଚାଷ କର, କାରଣ ତୁମ୍ଭର ଆଶ୍ରଯସ୍ଥଳ ଧ୍ବଂସ ପାଇୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ତର୍ଶୀଶର କନ୍ୟାଗଣ, ତୁମ୍ଭେ ଫେରି ଯାଅ ଏବଂ ନିଜର ଜମିରେ ଗ୍ଭଷ କର, କାରଣ ତୁମ୍ଭର ଆଶ୍ରୟସ୍ଥଳ ଧ୍ୱଂସ ପାଇଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଗୋ ତର୍ଶୀଶ୍‍ର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।