Isaiah 23:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସମୁଦ୍ର ଉପ ରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷ ରେ ୟୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ବଂସ କରିବାକୁ ଆଜ୍ଞା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସମୁଦ୍ର ଉପରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷରେ ଯୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ୱଂସ କରିବାକୁ ଆଜ୍ଞା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।