Isaiah 23:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ଯା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ବଂସ ହବେ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ଯ, ସଠାେ ରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ କହିଲେ, ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ୟା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ୱଂସ ହେବ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ୟ, ସେଠାରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”