Isaiah 23:13 — Compare Translations

5 translations compared side by side

Odia - 1840
"ତେଣୁ ସୋର ଲୋକମାନେ କୁହନ୍ତି, ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।' ମାତ୍ର କଲଦୀଯମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀଯମାନେ ତାକୁ ଆକ୍ରମଣ କରି ତା'ର ଚାରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ଯମାନେ ସହେି ରମଣୀଯ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନଇେଛନ୍ତି। ବାବିଲକୁ ଧ୍ବଂସ ସ୍ତୁପ ରେ ପରିଣତ କରି ତାକୁ ବନ୍ଯ ଜନ୍ତୁଙ୍କର ବାସସ୍ଥଳୀ ରେ ପରିଣତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କ‌‌ଲ୍‌‌ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା’ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା’ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।
Odia IRV 2017 (ଓଡିଆ ବାଇବେଲ)
କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।