Isaiah 23:14 — Compare Translations

5 translations compared side by side

Odia - 1840
"ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର। କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଧ୍ବଂସ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ତର୍ଶୀ‌ଶ୍‌ର ଜାହାଜସମୂହ, ହାହାକାର କର। କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଧ୍ୱଂସ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ହେ ତର୍ଶୀଶ୍‍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।