Isaiah 23:15 — Compare Translations
5 translations compared side by side
Odia - 1840
"ସୋର ବିଷଯ ରେ ଲୋକେ ସତୁରି ବର୍ଷ ପର୍ୟ୍ଯନ୍ତ ବିସ୍ତୃତ ହବେେ। ତାହା ଏକ ରାଜାଙ୍କର ଅଧିକାର ସମୟର ପ୍ରମାଣ। ସତୁରି ବର୍ଷ ପ ରେ ସୋର ପ୍ରତି ବେଶ୍ଯାର ଗୀତ ଅନୁୟାଯୀ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ସୋର ବିଷୟରେ ଲୋକେ ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ତୃତ ହେବେ। ତାହା ଏକ ରାଜାଙ୍କର ଅଧିକାର ସମୟର ପ୍ରମାଣ। ସତୁରି ବର୍ଷ ପରେ ସୋର ପ୍ରତି ବେଶ୍ୟାର ଗୀତ ଅନୁଯାୟୀ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।