Isaiah 23:16 — Compare Translations

5 translations compared side by side

Odia - 1840
"ହେ ବିସ୍ତୃତ ବେଶ୍ଯୋ! ବୀଣା ନଇେ ନଗର ଭ୍ରମଣ କର। ମଧୁର ତାଳ ରେ ବଜାଅ ଓ ଅନକେ ଗୀତ ଗାଅ। ତାହା ହେଲେ ତୁମ୍ଭମାନେେ ସ୍ମୃତି ପଥରେ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ବିସ୍ତୃତ ବେଶ୍ୟେ! ବୀଣା ନେଇ ନଗର ଭ୍ରମଣ କର। ମଧୁର ତାଳରେ ବଜାଅ ଓ ଅନେକ ଗୀତ ଗାଅ। ତାହାହେଲେ ତୁମ୍ଭେମାନେ ସ୍ମୃତି ପଥରେ ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।
Odia IRV 2017 (ଓଡିଆ ବାଇବେଲ)
ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।