Isaiah 23:17 — Compare Translations

5 translations compared side by side

Odia - 1840
"ସତୁରି ବର୍ଷ ପ ରେ ସଦାପ୍ରଭୁ ସୋର ବିଷଯ ରେ ବିବଚେନା କରିବେ ଓ ତାଙ୍କର ସିଦ୍ଧାନ୍ତ ଦବେେ। ସୋର ତା'ର ବାଣିଜ୍ଯ ବୃତ୍ତିକି ଫରେିବ। ସେ ପୃଥିବୀସ୍ଥ ସମସ୍ତ ଦେଶ ପ୍ରତି ବେଶ୍ଯା ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ଵ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକି ଫେରିବ, ପୁଣି ଭୂମଣ୍ତଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସତୁରି ବର୍ଷ ପରେ ସଦାପ୍ରଭୁ ସୋର ବିଷୟରେ ବିବେଚନା କରିବେ ଓ ତାଙ୍କର ସିଦ୍ଧାନ୍ତ ଦେବେ। ସୋର ତା’ର ବାଣିଜ୍ୟ ବୃତ୍ତିକି ଫେରିବ। ସେ ପୃଥିବୀସ୍ଥ ସମସ୍ତ ଦେଶ ପ୍ରତି ବେଶ୍ୟା ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟାବୃତ୍ତି କରିବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ।