Isaiah 23:18 — Compare Translations
5 translations compared side by side
Odia - 1840
"ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ତାରରେ ରଖା କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚୟ କରିବ ନାହିଁ। ତା’ର ଭଡ଼ା ଓ ବାଣିଜ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପିତ ହେବ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆଯିବ। ସଦାପ୍ରଭୁଙ୍କ ସେବକ ପୂର୍ଣ୍ଣ ପ୍ରାଣରେ ଭକ୍ଷ୍ୟଣ କରିବେ ଓ ସେହି ପଇସାରେ ସୁନ୍ଦର ପୋଷାକ ପରିଧାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)