Isaiah 23:2 — Compare Translations
5 translations compared side by side
Odia - 1840
"ହେ ଦ୍ବୀପ ନିବାସୀଗଣ ତୁମ୍ଭମାନେେ ନୀରବ ହୁଅ ଓ ଦୁଃଖିତ ହୁଅ। ସୋର ଥିଲା ସୀଦୋନର ବଣିକ। ସହେି ଦେଶର ବଣିକମାନେ ସମୁଦ୍ର ପାର ହାଇେ ତୁମ୍ଭର ଦେଶକୁ ଧନ ରେ ପରିପୂର୍ଣ୍ଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦ୍ଵୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଦ୍ୱୀପ ନିବାସୀଗଣ ତୁମ୍ଭେମାନେ ନୀରବ ହୁଅ ଓ ଦୁଃଖିତ ହୁଅ। ସୋର ଥିଲା “ସୀଦୋନର” ବଣିକ। ସେହି ଦେଶର ବଣିକମାନେ ସମୁଦ୍ର ପାର ହୋଇ ତୁମ୍ଭର ଦେଶକୁ ଧନରେ ପରିପୂର୍ଣ୍ଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।