Isaiah 23:3 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ଶସ୍ଯ ଖାଜେି ସମୁଦ୍ର ଆକ୍ରମଣ କଲେ। ସୋରର ସହେି ବଣିକଗଣ ନୀଳନଦୀର ଶସ୍ଯ କିଣିଲେ ଓ ଅନ୍ୟ ଦେଶ ରେ ବିକ୍ରଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ଵରୂପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଶସ୍ୟ ଖୋଜି ସମୁଦ୍ର ଆକ୍ରମଣ କଲେ। ସୋରର ସେହି ବଣିକଗଣ ନୀଳନଦୀର ଶସ୍ୟ କିଣିଲେ ଓ ଅନ୍ୟ ଦେଶରେ ବିକ୍ରୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।