Isaiah 23:4 — Compare Translations
5 translations compared side by side
Odia - 1840
"ହେ ସୀଦୋନ, ତୁମ୍ଭମାନେେ ଲଜ୍ଜିତ ହୁଅ। କାରଣ ସାଗର ଓ ସାଗରର ଦୃଢ଼ ଦୁର୍ଗ କୁହନ୍ତି: ମାରେ ପିଲା ନାହାଁନ୍ତି। ତେଣୁ ମୁଁ ପ୍ରସବ ବଦନୋ ଅନୁଭବ କରି ନାହିଁ। ପ୍ରସବ କରି ନ ଥିବାରୁ ୟୁବକମାନଙ୍କର ପ୍ରତିପାଳନ କରି ନାହିଁ କିମ୍ବା ୟୁବତୀମାନଙ୍କର ଭରଣପୋଷଣ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କି ଯୁବତୀଗଣର ଭରଣପୋଷଣ କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସୀଦୋନ, ତୁମ୍ଭେମାନେ ଲଜ୍ଜିତ ହୁଅ। କାରଣ ସାଗର ଓ ସାଗରର ଦୃଢ଼ ଦୁର୍ଗ କୁହନ୍ତି: “ମୋର ପିଲା ନାହାନ୍ତି। ତେଣୁ ମୁଁ ପ୍ରସବ ବେଦନା ଅନୁଭବ କରି ନାହିଁ। ପ୍ରସବ କରି ନ ଥିବାରୁ ଯୁବକମାନଙ୍କର ପ୍ରତିପାଳନ କରି ନାହିଁ କିମ୍ବା ଯୁବତୀମାନଙ୍କର ଭରଣପୋଷଣ କରି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”
Odia IRV 2017 (ଓଡିଆ ବାଇବେଲ)
ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”