Isaiah 23:5 — Compare Translations
5 translations compared side by side
Odia - 1840
"ମିଶର ସୋର ବିଷଯ ରେ ଏହି ସମ୍ବାଦ ଶୁଣିବ ଓ ବ୍ଯଥିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମ୍ଵାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ଵାଦରେ ଅତ୍ୟ; ବ୍ୟଥିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶର ସୋର ବିଷୟରେ ଏହି ସମ୍ବାଦ ଶୁଣିବ ଓ ବ୍ୟଥିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।
Recommended Reading