Isaiah 23:6 — Compare Translations

5 translations compared side by side

Odia - 1840
"ହେ ଜାହାଜଗଣ, ତୁମ୍ଭମାନେେ ତର୍ଶୀଶକୁ ଫରେିୟାଅ। ହେ ଦ୍ବୀପ ନିବାସୀମାନେ, ତୁମ୍ଭମାନେେ ହାହାକାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ଵୀପନିବାସୀମାନେ, ହାହାକାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଜାହାଜଗଣ, ତୁମ୍ଭେମାନେ ତର୍ଶୀଶକୁ ଫେରିଯାଅ। ହେ ଦ୍ୱୀପ ନିବାସୀମାନେ, ତୁମ୍ଭେମାନେ ହାହାକାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପାର ହୋଇ ତର୍ଶୀଶ‌୍‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।