Isaiah 23:7 — Compare Translations
5 translations compared side by side
Odia - 1840
"ଅତୀତ ରେ ସୋର ତୁମ୍ଭର ଆନନ୍ଦମଯୀ ନଗର ଥିଲା। ସହେି ପ୍ରାଚୀନ ନଗର ଅତି ପ୍ରାରମ୍ଭରୁ ଥିଲା। ସହେି ନଗରର ଲୋକେ ଦୂର ଦେଶ ରେ ବାସ କରିବାକୁ ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀଣ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ସୋର ତୁମ୍ଭର ଆନନ୍ଦମୟୀ ନଗର ଥିଲା। ସେହି ପ୍ରାଚୀନ ନଗର ଅତି ପ୍ରାରମ୍ଭରୁ ଥିଲା। ସେହି ନଗରର ଲୋକେ ଦୂର ଦେଶରେ ବାସ କରିବାକୁ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।