Isaiah 23:8 — Compare Translations
5 translations compared side by side
Odia - 1840
"ସୋର ନଗର ବହୁ ପ୍ରାଚୀନ ବ୍ଯକ୍ତି ଜନ୍ମ ଦଇେଛି। ସେଠିକାର ବଣିକଗଣ ରାଜ ତୁଲ୍ଯ। ତା'ର ଲୋକ ଯେ କି କିଣା ବିକା କରନ୍ତି, ସମାନେେ ସବୁ ସ୍ଥାନ ରେ ସମ୍ମାନ ଲାଭ କରନ୍ତି। ସମାନେେ ପୃଥିବୀର ସମ୍ଭ୍ରାନ୍ତ ମହାଜନ। ତେଣୁ ତାଙ୍କ ବିପକ୍ଷ ରେ କିଏ ମନ୍ତ୍ରଣା କରିଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ସୋର ନଗର ବହୁ ପ୍ରାଚୀନ ବ୍ୟକ୍ତି ଜନ୍ମ ଦେଇଛି। ସେଠିକାର ବଣିକଗଣ ରାଜ ତୁଲ୍ୟ। ତା’ର ଲୋକ ଯେ କି କିଣା ବିକା କରନ୍ତି, ସେମାନେ ସବୁ ସ୍ଥାନରେ ସମ୍ମାନ ଲାଭ କରନ୍ତି। ସେମାନେ ପୃଥିବୀର ସମ୍ଭ୍ରାନ୍ତ ମହାଜନ। ତେଣୁ ତାଙ୍କ ବିପକ୍ଷରେ କିଏ ମନ୍ତ୍ରଣା କରିଅଛି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?
Odia IRV 2017 (ଓଡିଆ ବାଇବେଲ)
ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?