Isaiah 23:9 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ ପୃଥିବୀର ସମସ୍ତ ଅହଙ୍କାରୀମାନଙ୍କର ଗର୍ବ, ସମ୍ଭ୍ରାନ୍ତମାନଙ୍କର ଗୌରବକୁ ତୁଚ୍ଛ କରିବାକୁ ମନ୍ତ୍ରଣା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ ପୃଥିବୀର ସମସ୍ତ ଅହଙ୍କାରୀମାନଙ୍କର ଗର୍ବ, ସମ୍ଭ୍ରାନ୍ତମାନଙ୍କର ଗୌରବକୁ ତୁଚ୍ଛ କରିବାକୁ ମନ୍ତ୍ରଣା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।