Isaiah 24:1 — Compare Translations
5 translations compared side by side
Odia - 1840
"ଦେଖ, ସଦାପ୍ରଭୁ ପୃଥିବୀକୁ ଧ୍ବଂସ କରୁଛନ୍ତି। ସେ ତାହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରୁଛନ୍ତି ଓ ଲୋକମାନଙ୍କୁ ବଳପୂର୍ବକ ଦୂର ସ୍ଥାନକୁ ବିତାଡ଼ିତ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁ ପୃଥିବୀକି ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେବେ ଦେଖ, ସଦାପ୍ରଭୁ ପୃଥିବୀକୁ ଧ୍ୱଂସ କରୁଛନ୍ତି। ସେ ତାହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ୟ କରୁଛନ୍ତି ଓ ଲୋକମାନଙ୍କୁ ବଳପୂର୍ବକ ଦୂର ସ୍ଥାନକୁ ବିତାଡ଼ିତ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।