Isaiah 24:10 — Compare Translations

5 translations compared side by side

Odia - 1840
"ସମସ୍ତ ନଗରଟି ଧ୍ବଂସ ହଇେଅଛି।' ସମସ୍ତ ଦ୍ବାର ରୁଦ୍ଧ। ଲୋକମାନେ ଗୃହ ରେ ପ୍ରବେଶ କରିପାରୁ ନାହାଁନ୍ତି। ସର୍ବତ୍ର ବିଭ୍ରମତା ସୃଷ୍ଟି ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ନଗରଟି ଧ୍ୱଂସ ହେଇଅଛି। ସମସ୍ତ ଦ୍ୱାର ରୁଦ୍ଧ। ଲୋକମାନେ ଗୃହରେ ପ୍ରବେଶ କରିପାରୁ ନାହାନ୍ତି। “ସର୍ବତ୍ର ବିଭ୍ରମତା ସୃଷ୍ଟି ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।