Isaiah 24:11 — Compare Translations

5 translations compared side by side

Odia - 1840
"ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଚାଲି ୟାଇଛି ଓ ଆମାଦେ ଦୂରୀଭୂତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଗ୍ଭଲି ଯାଇଛି ଓ ଆମୋଦ ଦୂରୀଭୂତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।