Isaiah 24:12 — Compare Translations

5 translations compared side by side

Odia - 1840
"କବଳେ ନଗର ରେ ପ୍ରେତ୍ୟକକ ଜାଗା ରେ ଧ୍ବଂସତା ଦଖାଯାେଉଛି। ସମସ୍ତ ଦ୍ବାର ଭଗ୍ନ ଓ ବିନଷ୍ଟ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗରରେ ଧ୍ଵଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ଵାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ନଗରରେ ପ୍ରତ୍ୟେକ ଜାଗାରେ ଧ୍ୱଂସତା ଦେଖାଯାଉଛି। ସମସ୍ତ ଦ୍ୱାର ଭଗ୍ନ ଓ ବିନଷ୍ଟ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।