Isaiah 24:13 — Compare Translations

5 translations compared side by side

Odia - 1840
"ଯେପରି ଜୀତ ବୃକ୍ଷରୁ ଜୀତଫଳ ତୋଳିଲା ପ ରେ କିଛି ଜୀତଫଳ ରହିୟାଏ ଓ ଦ୍ରାକ୍ଷା ସଂଗ୍ରହକାରୀ କିଛି ଦ୍ରାକ୍ଷାଗଛ ରେ ଛାଡ଼ି ୟାଇଥାଏ, ସହେିପରି ପୃଥିବୀର ଗୋଷ୍ଠୀମାନଙ୍କ ମଧିଅରେ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଜୀତ ବୃକ୍ଷରୁ ଜୀତଫଳ ତୋଳିଲା ପରେ କିଛି ଜୀତଫଳ ରହିଯାଏ ଓ ଦ୍ରାକ୍ଷା ସଂଗ୍ରହକାରୀ କିଛି ଦ୍ରାକ୍ଷାଗଛରେ ଛାଡ଼ି ଯାଇଥାଏ, ସେହିପରି ପୃଥିବୀର ଗୋଷ୍ଠୀମାନଙ୍କ ମଧ୍ୟରେ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।