Isaiah 24:14 — Compare Translations
5 translations compared side by side
Odia - 1840
"ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହତେୁ ସମାନେେ ଏହା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ଵନି କରିବେ; ସଦାପ୍ରଭୁଙ୍କର ମହିମା ହେତୁରୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ଵନି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହେତୁ ସେମାନେ ଏହା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ।