Isaiah 24:15 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ କହିବେ, ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ଵୀପସମୂହରେ ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ କହିବେ, “ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।