Isaiah 24:16 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ପୃଥିବୀର ସର୍ବତ୍ର ପରମେଶ୍ବରଙ୍କ ପ୍ରଶଂସା ଶୁଣିବୁ। ଏହି ମହିମା ଗାନ ହେଉଛି ମଙ୍ଗଳମଯ ପରମେଶ୍ବରଙ୍କ ସମ୍ବନ୍ଧ ରେ। କିନ୍ତୁ ମୁଁ କ ହେ, ମୁଁ କ୍ଷୀଣ ହେଉଅଛି। ମୁଁ ସନ୍ତାପର ପାତ୍ର ବିଶ୍ବାସଘାତକମାନେ ବିଶ୍ବାସଘାତକତା କରିଛନ୍ତି। ସମାନେେ ଭୟଙ୍କର ବିଶ୍ବାସଘାତକତା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରା; ସୀମାରୁ ଶୁଣିଅଛୁ । ମାତ୍ର ମୁଁ କହିଲି, ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ଵାସଘାତକମାନେ ବିଶ୍ଵାସ-ଘାତକତା କରିଅଛନ୍ତି; ହଁ, ବିଶ୍ଵାସଘାତକମାନେ ଅତିଶୟ ବିଶ୍ଵାସଘାତକତା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ପୃଥିବୀର ସର୍ବତ୍ର ପରମେଶ୍ୱରଙ୍କ ପ୍ରଶଂସା ଶୁଣିବୁ। ଏହି ମହିମା ଗାନ ହେଉଛି ମଙ୍ଗଳମୟ ପରମେଶ୍ୱରଙ୍କ ସମ୍ବନ୍ଧରେ। କିନ୍ତୁ ମୁଁ କହେ, “ମୁଁ କ୍ଷୀଣ ହେଉଅଛି। ମୁଁ ସନ୍ତାପର ପାତ୍ର ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଛନ୍ତି। ସେମାନେ ଭୟଙ୍କର ବିଶ୍ୱାସଘାତକତା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର!” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”