Isaiah 24:17 — Compare Translations

5 translations compared side by side

Odia - 1840
"ଏହି ପୃଥିବୀବାସୀଙ୍କ ପାଇଁ ବିପଦ ରହିଛି ବୋଲି ମୁଁ ଦେଖୁଛି। ସମାନଙ୍କେ ପାଇଁ ଭୟ, ଗର୍ତ୍ତ ଓ ଫାନ୍ଦ ରହିଥିବା ମୁଁ ଦେଖୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପୃଥିବୀବାସୀଙ୍କ ପାଇଁ ବିପଦ ରହିଛି ବୋଲି ମୁଁ ଦେଖୁଛି। ସେମାନଙ୍କ ପାଇଁ ଭୟ, ଗର୍ତ୍ତ ଓ ଫାନ୍ଦ ରହିଥିବା ମୁଁ ଦେଖୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।