Isaiah 24:18 — Compare Translations
5 translations compared side by side
Odia - 1840
"ଯେତବେେଳେ ଲୋକମାନେ ଭୟର ଶବ୍ଦ ଶୁଣିବେ ଓ ପଳାଯନ କରିବେ, ସମାନେେ ସେତବେେଳେ ଗର୍ତ୍ତ ରେ ପଡ଼ିବେ। ସମାନଙ୍କେ ମଧ୍ଯରୁ କେତକେ ଗର୍ତ୍ତରୁ ଉଠି ଉପରକୁ ଆସିଲେ ଫାନ୍ଦ ରେ ପଡ଼ିବେ। କାରଣ ଉର୍ଦ୍ଧ୍ବସ୍ଥ ଝରକାସବୁ ଉନ୍ମୁକ୍ତ ରହିଛି ଏବଂ ପୃଥିବୀର ମୂଳଦୁଆ କମ୍ପିତ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏପରି ଘଟିବ, କେହି ଯେବେ ଭୟର ଶଦ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଊର୍ଦ୍ଧ୍ଵସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ଭୟର ଶବ୍ଦ ଶୁଣିବେ ଓ ପଳାୟନ କରିବେ, ସେମାନେ ସେତେବେଳେ ଗର୍ତ୍ତରେ ପଡ଼ିବେ। ସେମାନଙ୍କ ମଧ୍ୟରୁ କେତେକ ଗର୍ତ୍ତରୁ ଉଠି ଉପରକୁ ଆସିଲେ ଫାନ୍ଦରେ ପଡ଼ିବେ।” କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ଉନ୍ମୁକ୍ତ ରହିଛି ଏବଂ ପୃଥିବୀର ମୂଳଦୁଆ କମ୍ପିତ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଉର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।