Isaiah 24:19 — Compare Translations
5 translations compared side by side
Odia - 1840
"ପୃଥିବୀ ବିଦୀର୍ଣ୍ଣ ହାଇେ ଖଣ୍ଡ ବିଖଣ୍ଡିତ ହେଉଅଛି, ଏହା ଥରି ବିଚଳିତ ହାଇେ ନଷ୍ଟ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ନିତା; ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତା; ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ବିଦୀର୍ଣ୍ଣ ହୋଇ ଖଣ୍ଡ ବିଖଣ୍ଡିତ ହେଉଅଛି, ଏହା ଥରି ବିଚଳିତ ହୋଇ ନଷ୍ଟ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
Recommended Reading