Isaiah 24:2 — Compare Translations

5 translations compared side by side

Odia - 1840
"ସେତବେେଳେ ସାଧାରଣ ଲୋକ ଓ ଯାଜକ, ଦାସ ଓ ତାହାର କର୍ତ୍ତା, ଦାସୀ ଓ ତାହାର କତ୍ତର୍‌ରୀ, କ୍ ରତାେ ଓ ବିକ୍ ରତାେ, ଖାତକ ଓ ମହାଜନ ଏବଂ ସୁଧଗ୍ରାହୀ ଓ ସୁଧଦାତା ସମାନ ହବେେ ଓ ସମାନ ଅବସ୍ଥା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେପରି ଲୋକମାନଙ୍କର, ସେପରି ଯାଜକର; ଯେପରି ଦାସର, ସେପରି ତାହାର କର୍ତ୍ତାର; ଯେପରି ଦାସୀର, ସେପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେପରି ବିକ୍ରୟକାରୀର; ଯେପରି ମହାଜନର, ସେପରି ଖାତକର; ଯେପରି ସୁଧଗ୍ରାହୀର, ସେପରି ସୁଧଦାତାର ପ୍ରତି ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସାଧାରଣ ଲୋକ ଓ ଯାଜକ, ଦାସ ଓ ତାହାର କର୍ତ୍ତା, ଦାସୀ ଓ ତାହାର କର୍ତ୍ତ୍ରୀ, କ୍ରେତା ଓ ବିକ୍ରେତା, ଖାତକ ଓ ମହାଜନ ଏବଂ ସୁଧଗ୍ରାହୀ ଓ ସୁଧଦାତା ସମାନ ହେବେ ଓ ସମାନ ଅବସ୍ଥା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
Odia IRV 2017 (ଓଡିଆ ବାଇବେଲ)