Isaiah 24:20 — Compare Translations

5 translations compared side by side

Odia - 1840
"ପୃଥିବୀର ଅପରାଧ ପାପଭାର ବହୁତ ବଢ଼ି ୟାଇଛି ଓ ସହେି ଭାର ରେ ତାହାର ପତନ ଘଟିବ। ପୃଥିବୀ ଗୋଟିଏ ମଦ୍ଯପ ପରି ପଡ଼ିବ ଓ ଗୋଟିଏ କୁଡ଼ିଆ ଘର ପରି ଦୋହଲିବ। ଏହା ଆଉ ତିଷ୍ଠିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀର ଅପରାଧ ପାପଭାର ବହୁତ ବଢ଼ି ଯାଇଛି ଓ ସେହି ଭାରରେ ତାହାର ପତନ ଘଟିବ। ପୃଥିବୀ ଗୋଟିଏ ମଦ୍ୟପ ପରି ପଡ଼ିବ ଓ ଗୋଟିଏ କୁଡ଼ିଆ ଘର ପରି ଦୋହଲିବ। ଏହା ଆଉ ତିଷ୍ଠିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।