Isaiah 24:21 — Compare Translations
5 translations compared side by side
Odia - 1840
"ସଦେିନ ସଦାପ୍ରଭୁ ଉର୍ଦ୍ଧ୍ବସ୍ଥ ସୈନ୍ଯଙ୍କୁ ସୀମାନ୍ତଙ୍କୁ ଉର୍ଦ୍ଧ୍ବ ରେ ଓ ପୃଥିବୀସ୍ଥ ରାଜାମାନଙ୍କୁ ପୃଥିବୀ ରେ ପ୍ରତିଫଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ସଦାପ୍ରଭୁ ଊର୍ଦ୍ଧ୍ଵରେ ଊର୍ଦ୍ଧ୍ଵସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ତଳରେ ଭୂମଣ୍ତଳସ୍ଥ ରାଜଗଣକୁ ପ୍ରତିଫଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ସୈନ୍ୟଙ୍କୁ ସୀମାନ୍ତଙ୍କୁ ଊର୍ଦ୍ଧ୍ୱରେ ଓ ପୃଥିବୀସ୍ଥ ରାଜାମାନଙ୍କୁ ପୃଥିବୀରେ ପ୍ରତିଫଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।