Isaiah 24:22 — Compare Translations
5 translations compared side by side
Odia - 1840
"ବନ୍ଦୀମାନେ କୂପ ରେ ଏକତ୍ରୀତ ହେଲାପରି ସମାନେେ ଏକତ୍ରୀତ ହବେେ। ସମାନଙ୍କେ ମଧ୍ଯରୁ କେତକେ ବନ୍ଦୀ ଗୃହ ରେ ରୁଦ୍ଧ ହବେେ। ବହୁଦିନ ପ ରେ ସମାନେେ ଦଣ୍ଡିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ବନ୍ଦୀମାନେ କୂପରେ ଏକତ୍ରିତ ହେଲାପରି ସେମାନେ ଏକତ୍ରିତ ହେବେ। ସେମାନଙ୍କ ମଧ୍ୟରୁ କେତେକ ବନ୍ଦୀଗୃହରେ ରୁଦ୍ଧ ହେବେ। ବହୁ ଦିନ ପରେ ସେମାନେ ଦଣ୍ଡିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।