Isaiah 24:23 — Compare Translations

5 translations compared side by side

Odia - 1840
"ସେତବେେଳେ ସଦାପ୍ରଭୁ ସିୟୋନ ପର୍ବତ ଉପ ରେ ୟିରୁଶାଲମ ରେ ପ୍ରାଚୀନବର୍ଗ ସମ୍ମୁଖ ରେ ରାଜତ୍ବ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ବିତ ହବେ ଯେ ଚନ୍ଦ୍ର ତାଙ୍କ ନିକଟରେ ଅପ୍ରସ୍ତୁତ ହବେେ ଓ ସୂର୍ୟ୍ଯ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବନ୍ତ କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ଵ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ସିୟୋନ ପର୍ବତ ଉପରେ ଯିରୁଶାଲମରେ ପ୍ରାଚୀନବର୍ଗ ସମ୍ମୁଖରେ ରାଜତ୍ୱ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ୱିତ ହେବ ଯେ ଚନ୍ଦ୍ର ତାର ନିକଟରେ ଅପ୍ରସ୍ତୁତ ହେବେ ଓ ସୂର୍ଯ୍ୟ ଲଜ୍ଜିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।