Isaiah 24:3 — Compare Translations

5 translations compared side by side

Odia - 1840
"ସମସ୍ତ ଲୋକ ପୃଥିବୀରୁ ବିତାଡ଼ିତ ହବେେ ଓ ସେ ସମ୍ପୂର୍ଣ୍ଣ ଭାବରେ ଲୁଣ୍ଠିତ ହବେେ। ଏହା ଘଟିବ କାଣ ସଦାପ୍ରଭୁ ଏହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକ ପୃଥିବୀରୁ ବିତାଡ଼ିତ ହେବେ ଓ ସେ ସମ୍ପୂର୍ଣ୍ଣ ଭାବରେ ଲୁଣ୍ଠିତ ହେବେ। ଏହା ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।