Isaiah 24:4 — Compare Translations

5 translations compared side by side

Odia - 1840
"ପୃଥିବୀ ଶୂନ୍ଯ ହବେ ଓ ଦୁଃଖିତ ହବେ। ସେ ମ୍ଲାନ ଓ ନିସ୍ତଜେ ହବେ, ପୃଥିବୀର ଉଚ୍ଚ ଲୋକମାନେ ଦୁର୍ବଳ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଶୂନ୍ୟ ହେବ ଓ ଦୁଃଖିତ ହେବ। ସେ ମ୍ଳାନ ଓ ନିସ୍ତେଜ ହେବ, ପୃଥିବୀର ଉଚ୍ଚ ଲୋକମାନେ ଦୁର୍ବଳ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।