Isaiah 24:5 — Compare Translations
5 translations compared side by side
Odia - 1840
"ପୃଥିବୀବାସୀ ପୃଥିବୀକୁ ଅପବିତ୍ର କରିଛନ୍ତି। କାରଣ ସମାନେେ ପରମେଶ୍ବର ଶିକ୍ଷାସମୂହକୁ ଉଲଙ୍ଘନ କରିଛନ୍ତି। ସମାନେେ ପରମେଶ୍ବରଙ୍କ ବିଧି ଓ ଚୁକ୍ତିକୁ ପାଳନ କରି ନାହାଁନ୍ତି। ଅନନ୍ତକାଳସ୍ଥାଯୀ ଚୁକ୍ତିକୁ ଲଙ୍ଘନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀବାସୀ ପୃଥିବୀକୁ ଅପବିତ୍ର କରିଛନ୍ତି। କାରଣ ସେମାନେ ପରମେଶ୍ୱର ଶିକ୍ଷାସମୂହକୁ ଉଲଙ୍ଘନ କରିଛନ୍ତି। ସେମାନେ ପରମେଶ୍ୱରଙ୍କ ବିଧି ଓ ଚୁକ୍ତିକୁ ପାଳନ କରି ନାହାନ୍ତି। ଅନନ୍ତକାଳସ୍ଥାୟୀ ଚୁକ୍ତିକୁ ଲଙ୍ଘନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।