Isaiah 24:6 — Compare Translations

5 translations compared side by side

Odia - 1840
"ପୃଥିବୀ ନିବାସୀ ଦୋଷ କରିଛନ୍ତି, ତେଣୁ ସମାନେେ ଅପରାଧୀ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନଷ୍ଟ କରିବାକୁ ପ୍ରତିଜ୍ଞା କରିଛନ୍ତି। ସମାନେେ ଦଣ୍ଡିତ ହବେେ ଓ ଅଳ୍ପ କେତକେ ବଞ୍ଚି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଅଭିଶାପ ପୃଥିବୀକି ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ନିବାସୀ ଦୋଷ କରିଛନ୍ତି, ତେଣୁ ସେମାନେ ଅପରାଧୀ, ସେଥିପାଇଁ ପରମେଶ୍ୱର ସେମାନଙ୍କୁ ବିନଷ୍ଟ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେମାନେ ଦଣ୍ଡିତ ହେବେ ଓ ଅଳ୍ପ କେତେକ ବଞ୍ଚି ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।