Isaiah 24:7 — Compare Translations
5 translations compared side by side
Odia - 1840
"ଦ୍ରାକ୍ଷାଲତା ମ୍ଲାନ ହେଉଛନ୍ତି ଓ ନୂତନ ଦ୍ରାକ୍ଷାରସ କ୍ଷୀଣ ହାଇୟୋଇଛି। ଯେଉଁ ଲୋକମାନଙ୍କର ହୃଦଯ ଖୁସିଥିଲା ବର୍ତ୍ତମାନ ସମାନେେ ୟନ୍ତ୍ରଣା ରେ ଗଁ ଗଁ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ରାକ୍ଷାଲତା ମ୍ଳାନ ହେଉଛନ୍ତି ଓ ନୂତନ ଦ୍ରାକ୍ଷାରସ କ୍ଷୀଣ ହୋଇଯାଇଛି। ଯେଉଁ ଲୋକମାନଙ୍କର ହୃଦୟ ଖୁସୀଥିଲା ବର୍ତ୍ତମାନ ସେମାନେ ଯନ୍ତ୍ରଣାରେ ଗଁ ଗଁ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
Recommended Reading