Isaiah 24:8 — Compare Translations
5 translations compared side by side
Odia - 1840
"ଲୋକାମନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହାଇେଛନ୍ତି। ସମସ୍ତ ଆନନ୍ଦ ଧ୍ବନି ନୀରବ ହାଇେଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସ-କାରୀମାନଙ୍କର ଧ୍ଵନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହୋଇଛନ୍ତି। ସମସ୍ତ ଆନନ୍ଦ ଧ୍ୱନି ନୀରବ ହୋଇଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।
Recommended Reading