Isaiah 24:9 — Compare Translations

5 translations compared side by side

Odia - 1840
"ଲୋକମାନେ ସୁରାପାନ କଲା ବେଳେ ଆଉ ଆନନ୍ଦ ସଙ୍ଗୀତ ଗାଉ ନାହାଁନ୍ତି। ସୁରାପାନ ସମାନଙ୍କେୁ ତିକ୍ତ ବୋଧ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସୁରାପାନ କଲାବେଳେ ଆଉ ଆନନ୍ଦ ସଙ୍ଗୀତ ଗାଉ ନାହାନ୍ତି। ସୁରାପାନ ସେମାନଙ୍କୁ ତିକ୍ତ ବୋଧ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।