Isaiah 25:10 — Compare Translations
5 translations compared side by side
Odia - 1840
"ଏହି ପର୍ବତ ଉପ ରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହବେ। ମାତ୍ର ଖାତକୁଣ୍ଡ ରେ କୁଟା ଦଳିତ ହେଲାପରି ମାୟୋବ ନିଜ ସ୍ଥାନ ରେ ଦଳିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେପରି ମୋୟାବ ସ୍ଵସ୍ଥାନରେ ଦଳିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପର୍ବତ ଉପରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ। ମାତ୍ର ଖାତକୁଣ୍ଡରେ କୁଟା ଦଳିତ ହେଲାପରି ମୋୟାବ ନିଜ ସ୍ଥାନରେ ଦଳିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ।